ବସ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୨୫ ଯାତ୍ରୀ

ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିର ଟଙ୍କଜୋର ପୋଲ ଉପରେ ଆଜି ଏକ ବସ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିବାରୁ ପ୍ରାୟ 25 ଯାତ୍ରୀଙ୍କ ଜୀବନ ରକ୍ଷା ହୋଇଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes