ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଚାର୍ଜସିଟ୍‌ ଦାଖଲ

ଝାରସୁଗୁଡ଼ା ଜେଏମ୍ଏଫସି କୋର୍ଟରେ ଆଜି ଚାର୍ଜସିଟ୍‌ ଦାଖଲ କରିଛି କ୍ରାଇମ୍‌ବ୍ରାଞ୍ଚ ଟିମ୍।

ଜାନୁଆରୀ ୨୯ରେ ନବ ଦାସଙ୍କୁ ହତ୍ୟା କରାଯାଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes