ବହୁମୁଖୀ ସ୍ବାସ୍ଥ୍ୟ କର୍ମୀଙ୍କ ପକ୍ଷରୁ ଦାବିପତ୍ର ପ୍ରଦାନ

ଓଡ଼ିଶା ରାଜ୍ୟ ପୁରୁଷ ଓ ମହିଳା ବହୁମୁଖୀ ସ୍ବାସ୍ଥ୍ୟ କର୍ମୀ ଓ ସ୍ଵାସ୍ଥ୍ୟ ପରିଦର୍ଶକ ମିଳିତ ମହାସଂଘ ପକ୍ଷରୁ ଆଜି ୫ ଦଫା ସମ୍ବଳିତ ଏକ ଦାବିପତ୍ର ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କ ଉଦ୍ଦେଶ୍ୟରେ ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟର ଅଧିକ୍ଷକ ଓ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ଜରିଆରେ ପ୍ରଦାନ କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes