ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲା: ଜଗବନ୍ଧୁଙ୍କୁ ଜାମିନ

ଖଣ୍ଡଗିରି ଥାନାର ଶ୍ରଦ୍ଧାଞ୍ଜଳି ମାମଲାରେ ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ଜାମିନ ଦେଲେ ହାଇକୋର୍ଟ।

୩ଟି ମାମଲାରୁ ମାତ୍ର ଗୋଟିଏରେ ସର୍ତ୍ତମୂଳକ ଜାମିନ ମିଳିଛି। ଜଗବନ୍ଧୁଙ୍କ ନାଁରେ ନୟାପଲ୍ଲୀ ଥାନା ମାମଲା ଓ ଇଡି ମାମଲା ମଧ୍ୟ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes