ବାଇକକୁ ଧକ୍କା ଦେଲା ଟ୍ରକ, ବାପା ପୁଅ ଗୁରୁତର

ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ବାରିହାପୁର ଗାଁରେ ଏହି ଦୁର୍ଘଟଣା ଘଟିଛି।

ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଡ୍ରାଇଭର ଟ୍ରକ ନେଇ ଫେରାର ହୋଇଯାଇଥିବା ବେଳେ ସ୍ଥାନୀୟ ଲୋକ ୫୩ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes