ବାଇକ-ଟ୍ୟାଙ୍କର ଧକ୍କାରେ ୨ ମୃତ, ଜଣେ ଗୁରୁତର

ଯାଜପୁର ଜିଲ୍ଲା ସଦର ଥାନା ବରୁହାଁ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

ଗର୍ଭବତୀଙ୍କୁ ବାଇକରେ ମେଡିକାଲ ନେଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ବାଇକ ଚଳାଉଥିବା ଯୁବକ ଓ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିବା ବେଳେ ଗର୍ଭବତୀ ଗୁରୁତର ଅଛନ୍ତି। ମୃତାହତ ୩ ଜଣ ସାନ ବରୁହାଁ ଗାଁର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes