ବାଇପାସ୍ ନାଳରୁ ବ୍ୟାଙ୍କ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

ବୌଦ୍ଧ-ମନମୁଣ୍ଡା ବାଇପାସ୍ ନାଳରୁ ବ୍ୟାଙ୍କ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ହୋଇଛି।

ମୃତକ ସୋନପୁର ୟୁନିଅନ୍ ବ୍ୟାଙ୍କରେ କାର୍ଯ୍ୟରତ ଚିତ୍ତରଞ୍ଜନ ନାୟକ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes