ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ଅନ୍ତର୍ଗତ ବାଉଁସୁଣି ଶ୍ରୀ ଜଗନ୍ନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ବନ ବିହାରୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅଭିଭାବକ ସମ୍ମିଳନୀ ଅନୁଷ୍ଟିତ ହୋଇଥିଲା।
ଏଥିରେ କଲେଜରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ଅଭିଭାବକ ଉପସ୍ଥିତ ରହି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ ।