ବାଗବରରେ ‌ସରସ୍ବତୀ ପୂଜା ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ଧୁମଧାମରେ ସରସ୍ବତୀ ପୂଜା ପାଳିତ ହୋଇଯାଇଛି।

ଏଥିରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes