ବାଗବରରେ ହନୁମାନ ବିଗ୍ରହ ପ୍ରତିଷ୍ଠା ଉତ୍ସବ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର କଲେଜ ଛକ ନିକଟରେ ଆଜି ମକର ସଂକ୍ରାନ୍ତି ଅବସରରେ ହନୁମାନ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes