ବାଗବର ଉଚ୍ଚ ପ୍ରାଥମିକ ସ୍କୁଲର ବାର୍ଷିକ କ୍ରୀଡା

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ସ୍ଥାନୀୟ ହାଇସ୍କୁଲ ପଡିଆରେ ସୋମବାର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଲକ୍ଷ୍ମୀନାରାୟଣ ସାହୁ ଏହାକୁ ଉଦଘାଟନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes