ବାଘପାଲିରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ବାଘପାଲି ଠାରେ ଚନ୍ଦ୍ରମଣି ଯୁବକ ସଂଘ ତରଫରୁ ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି ।

ଏଥିରେ ଅନେକ ଯୁବକ ଯୋଗ ଦେଇ ଯୋଗ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes