ବାଚସ୍ପତିଙ୍କ ପୋଡ଼ିୟମ ତଳେ ବିଜେପି ସଦସ୍ୟଙ୍କ ହଟ୍ଟଗୋଳ

ବିଜେପି ଯୁବ ମୋର୍ଚ୍ଚା କର୍ମୀଙ୍କ ଉପରେ ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ନେଇ କମ୍ପିଲା ଗୃହ।

ବିଧାନସଭା ବାହାରେ ଏହି ପ୍ରସଙ୍ଗକୁ ନେଇ ବିଜେପି ଧାରଣା ଜାରି ରଖିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes