ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଇସ୍ତଫା ଦେଇଥିବା ଚର୍ଚ୍ଚା

ରାଜ୍ୟ ମନ୍ତ୍ରିମଣ୍ଡଳରେ ଅଦଳବଦଳ ସମ୍ଭାବନା ନେଇ ଚର୍ଚ୍ଚା ହେଉଥିବା ବେଳେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଆଜି ତାଙ୍କ ଇସ୍ତଫା ପତ୍ର ଉପବାଚସ୍ପତିଙ୍କୁ ଦେଇଥିବା ଗଣମାଧ୍ୟମରେ ଚର୍ଚ୍ଚା ହେଉଛି l
ତେବେ ଶ୍ରୀ ପାତ୍ର ଏ ନେଇ କିଛି ସ୍ପଷ୍ଟ କରିନାହାନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes