ବାଣ ଦୋକାନରେ ବିସ୍ଫୋରଣ, ୪ ଗୁରୁତର

ଢେଙ୍କାନାଳ ଜିଲ୍ଲା ବଡ଼ସୁଆଁଳ ଗାଁରେ ବାଣ ଦୋକାନରେ ବିସ୍ଫୋରଣ ଘଟି ୪ଜଣ ଗୁରୁତର ଅଛନ୍ତି।

ଗୁରୁତରଙ୍କୁ ପ୍ରଥମେ କାମାକ୍ଷାନଗର ଓ ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି। ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି । ଗୁରୁତରଙ୍କ ମଧ୍ୟରେ ୨ଜଣ ଶିଶୁ ଅଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes