ବାଣ ବିସ୍ଫୋରଣରେ ୪ ଜଣଙ୍କ ମୃତ୍ୟୁ, ୪ ଗୁରୁତର (ଅପଡେଟ)

ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଭୂଷଣ୍ଡପୁର ଗାଁରେ ବାଣ ବିସ୍ଫୋରଣରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ଅଛନ୍ତି।

ଦୋଳ ଉତ୍ସବ ପାଇଁ ବାଣ ପ୍ରସ୍ତୁତି ବେଳେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes