ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବାଂଲାଦେଶ ମୁହାଁ ହୋଇଥିବା ବେଳେ ଏହା ପ୍ରଭାବରେ ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଯାଜପୁର ଏବଂ କଟକ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଚେତାବନୀ ଦେଇଛି l
Credible Local News of Odisha