ବାପାକୁ ପିଟିପିଟି ହତ୍ୟା କଲା ନୃଶଂସ ପୁଅ

କଟକ ଜିଲ୍ଲା ଆଠଗଡ଼ ଥାନା ବେଣ୍ଟପଦା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।

ହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ଅଭିଯୁକ୍ତ ପୁଅକୁ ଥାନାରେ ଅଟକ ରଖିଛି ପୁଲିସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes