ମୟୁରଭଞ୍ଜ ଜିଲ୍ଲା ଯଶିପୁର ଥାନା ପଳସାଗଡିଆ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି।
ପାରିବାରିକ କଳହରୁ ହତ୍ୟା ପରେ ମୃତଦେହ ପୁଅ ଲୁଚାଇ ରଖିଥିବା ଅଭିଯୋଗ ହୋଇଛି। ଗାଁ ଲୋକଙ୍କ ଠାରୁ ଖବର ପାଇ ପୁଲିସ ମୃତଦେହ ଉଦ୍ଧାର କରିଛି। ଶବ ଜବତ ସହ ଅଭିଯୁକ୍ତ ପୁଅକୁ ଅଟକ ରଖି ପଚରାଉଚରା କରୁଛି।
Credible Local News of Odisha