କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ସିରିଗିଡ଼ା ଗାଁରେ ଏହି ଘଟଣା ଘଟିଛି।
ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀ ଫେରାର ହୋଇଯାଇଛି। ପରକୀୟା ପ୍ରୀତିରୁ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି।
Credible Local News of Odisha