ବାମରା ଷ୍ଟେସନ୍‌ରେ ଏକ୍ସପ୍ରେସ୍‌ ରହଣି ଦାବିରେ ରେଳ ରୋକ

ପୂର୍ବରୁ ରହୁଥିବା ଏକ୍ସପ୍ରେସ୍‌ ପୁନର୍ବାର ରହଣି ଦାବିରେ ବାମରା ରେଳ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସକାଳ ୬ରୁ ଆନ୍ଦୋଳନ କରାଯାଉଛି।

ରେଳ ଧାରଣା ଉପରେ ଶତାଧିକ ପୁରୁଷ ଓ ମହିଳା ବସି ରହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes