ବାରବାଟୀରେ ଘଣ୍ଟି ବଜାଇ ମ୍ୟାଚର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବାରବାଟୀ ଷ୍ଟାଡିୟମରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଣ୍ଟି ବଜାଇ ଟି -ଟ୍ୱେଣ୍ଟି ମ୍ୟାଚର ଶୁଭାରମ୍ଭ କରିଛନ୍ତି l ଏହି ଅବସରରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ମଧ୍ୟ ଉପସ୍ଥିତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes