ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମ ଆଶ୍ବସ୍ତି

ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଆତ୍ମସମର୍ପଣରୁ ଛାଡ଼ କଲେ ସୁପ୍ରିମକୋର୍ଟ।

ଏପ୍ରିଲ ୨୨ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଆତ୍ମସମର୍ପଣ କରିବେନି। ORHDC ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡ କାଏମ ରଖିଥିଲେ ହାଇକୋର୍ଟ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes