ବାରବାଟୀ ମ୍ୟାଚ ବନ୍ଦ ପାଇଁ ହାଇକୋର୍ଟରେ ମାମଲା

କଟକ ବାରବାଟୀରେ ଟି-ଟ୍ୱେଣ୍ଟି ମ୍ୟାଚ ବନ୍ଦ ପାଇଁ ହାଇକୋର୍ଟରେ ଦାୟର ହୋଇଛି ଜନସ୍ୱାର୍ଥ ମାମଲା।

ଢେଙ୍କାନାଳ ଭୁବନର ଜନୈକ ବ୍ୟକ୍ତିଙ୍କ ପକ୍ଷରୁ ମାମଲା ଦାୟର ହୋଇଛି।
ଏଥିରେ ରାଜ୍ୟ ସରକାର, ବିସିସିଆଇ ଆଦି ୧୫ ଜଣଙ୍କୁ ପକ୍ଷଭୁକ୍ତ କରି ମାମଲା ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes