ବାରିପଦାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ନିଶାନିବାରଣ ଦିବସ ପାଳିତ

ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ତଥା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଆଜି ବାରିପଦା ଠାରେ ଆନ୍ତର୍ଜାତିକ ନିଶା ଦ୍ରବ୍ୟର କୁ-ପ୍ରଭାବ ଓ ଚୋରା ଚାଲାଣ ନିବାରଣ ଦିବସ ପାଳିତ ହୋଇଯାଇଛି।

ଏହି ଅବସରରେ ଏକ ସଚେତନତା ରାଲିକୁ ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ସୌମ୍ୟସ୍ୱରୂପ ସାହୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲା ବେଳେ ଜିଲ୍ଲା ଅବକାରୀ ଅଧିକ୍ଷକ ଅଶୋକ କୁମାର ସେଟ, ଏଡିଏମ୍ଓ ଜ୍ଞାନରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes