ଆଜି ମୟୂରଭଞ୍ଜ ଜିଲ୍ଲା ବାରିପଦା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଫେସିଲେସନ ସେଣ୍ଟର ଠାରେ ଜିଲ୍ଲା ପ୍ରଶାସନର ତତ୍ୱାବୋଧାନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି।
ଏହି ଶିବିରରେ ଜିଲ୍ଲାପାଳ ବିନୀତ ଭରଦ୍ୱାଜଙ୍କ ସହିତ ଆରକ୍ଷୀ ଅଧିକ୍ଷକ, ଉପଜିଲ୍ଲାପାଳ, ପିଡ଼ି ଡିଆର ଡିଏପ୍ରମୁଖ ଉପସ୍ଥିତ ଥିଲେ।