ବାରିପଦା ଠାରେ କବି ଜୟଦେବ ଜୟନ୍ତୀ ପାଳନ

ଆଜି ମୟୂରଭଞ୍ଜ ଜିଲ୍ଲା ବାରିପଦା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଫେସିଲେସନ ସେଣ୍ଟର ଠାରେ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ତରଫରୁ ସଂସ୍କୃତି ଅଧିକାରୀ ଅନନ୍ତ ସେଠୀଙ୍କ ତତ୍ୱାବଧାନରେ କବି ଜୟଦେବ ଜୟନ୍ତୀ ପାଳନ କରାଯାଇଛି।

ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ବିନୀତ ଭରଦ୍ୱାଜ, ଡ଼ଃ ନୀଳକଣ୍ଠ ମିଶ୍ର, ଅତିରୀକ୍ତ ଜିଲ୍ଲାପାଳ ପ୍ରକାଶ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes