ସୋନପୁର ସଦର ବ୍ଲକ ଅନ୍ତର୍ଗତ ଲଛିପୁର ଗ୍ରାମପଞ୍ଚାୟତ ଉଚ୍ଚ ମାଧ୍ଯମିକ ବିଦ୍ଯାଳୟର ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ ହୋଇଥିଲା।
ବିଜେତା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଅଧ୍ଯକ୍ଷ ଅରୁଣ କୁମାର ସଢଙ୍ଗୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା।
Credible Local News of Odisha