ବାର୍ଷିକ ପୁରାତନ ଛାତ୍ର ସମ୍ମିଳନୀ ଅନୁଷ୍ଠିତ

ଢେଙ୍କାନାଳ ଜିଲ୍ଲା ଭୁବନ ବାଜିରାଉତ ସ୍ମୃତି ମହାବିଦ୍ୟାଳୟ ଠାରେ ଆଜି ବାର୍ଷିକ ପୁରାତନ ଛାତ୍ର ସମ୍ମିଳନୀ ଅନୁଷ୍ଠିତ ହୋଇଛି ।

ଏହି ଅବସରରେ ଭୁବନ ଏନଏସିର ନୂତନ ନଗରପାଳ ଶ୍ରୀଯୁକ୍ତ ଶୁଭେନ୍ଦୁ କୁମାର ସାହୁ ଓ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସିପ୍ରା ବରାଳଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes