ବାର୍ଷିକ ରିପୋର୍ଟ କାର୍ଡ ୨୦୨୧-୨୨ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ

ବାରିପଦା ହୋଟେଲ ଅମ୍ବିକା ସମ୍ମିଳନୀ କକ୍ଷ ଠାରେ ମୟୂରଭଞ୍ଜ ସଂସଦୀୟ କ୍ଷେତ୍ର ପରାମର୍ଶଦାତା କମିଟି ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମୟୂରଭଞ୍ଜ ଲୋକସଭା ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ଇଂ ବିଶେଶ୍ୱର ଟୁଡୁ ମୁଖ୍ୟଅତିଥି ଭାବେ ଯୋଗଦେଇ ନିଜର ବାର୍ଷିକ ରିପୋର୍ଟ କାର୍ଡ ୨୦୨୧-୨୨ ଉନ୍ମୋଚନ କରିଛନ୍ତି।

ଏହି ଅବସରରେ ମନ୍ତ୍ରୀ ଶ୍ରୀ ଟୁଡୁ କାର୍ଯ୍ୟକାଳ ମଧ୍ୟରେ ନେଇଥିବା ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes