ବାଲିଘାଟକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ଝିଣ୍ଟିଶାସନ ନିକଟରେ ବାଲିଘାଟକୁ କେନ୍ଦ୍ର କରି ଆଜି ସକାଳେ ଚାରି ଜଣ ଯୁବକଙ୍କ ମରଣାନ୍ତକ ଆକ୍ରମଣରେ ଗୁରୁତର ଆହତ ଜଣେ ଯୁବକଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes