ବାଲିଭଟା ସ୍କୁଲ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

କଳାହାଣ୍ଡି ଜିଲ୍ଲା ଏମ ରାମପୁର ବାଳିଭଟା ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଜି ମୋହନଗିରି ୬୪ବାଟାଲିୟନ ଯବାନ ଓ ସ୍କୁଲ ଛାତ୍ରଛାତ୍ରୀଙ୍କ ମିଲିତରେ ସ୍ଥାନୀୟ ସ୍କୁଲ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes