ବାଲୁକା କଳାରେ ମାତୃ ଦିବସ ଶୁଭେଚ୍ଛା

ଆଜି ବିଶ୍ୱ ମାତୃ ଦିବସ ଅବସରରେ ପୁରୀ ବେଳାଭୂମିରେ ସୁନ୍ଦର ବାଲୁକାକୃତି କରି ମାତୃ ଦିବସର ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes