ବାଲ୍ୟବିବାହ ନିରାକରଣ ଆଲୋଚନା କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ପକ୍ଷରୁ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବାଲ୍ୟ ବିବାହ ନିରାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏଥିରେ ଜିଲ୍ଲାପାଳ ଅବୋଲି ସୁନିଲ ନରଭଣେ ଅଧ୍ୟକ୍ଷତା କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes