ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ତରଫରୁ ଆଜି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ସଂସ୍ଥା ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଅବୋଲି ସୁନିଲ ନରଭଣେ ଅଧ୍ୟକ୍ଷତାରେ ବାଲ୍ୟ ବିବାହ ନିରାକରଣ ପରାମର୍ଶ ବୈଠକ ଅନୁଷ୍ଠିତ ହୋଇଥିଲା।
ଏହି ସକାଶେ ଜନପ୍ରତିନିଧି, ଟେଣ୍ଟ ହାଉସ ମାଲିକ, ବିଭିନ୍ନ ଜାତିର ମୁଖିଆମାନେ ଯୋଗ ଦେଇଥିଲେ।