ବୌଦ୍ଧ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ କରିବା ଉଦ୍ଦେଶ୍ୟରେ ଆଜି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜାତି ମୁଖିଆ ମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଛି l
ଜାତି ମୁଖିଆମାନଙ୍କୁ ବାଲ୍ୟ ବିବାହ ନିରୋଧୀ ଅଭିଯାନରେ ସାମିଲ୍ ହେବାକୁ ଜିଲ୍ଲାପାଳ ଅନୁରୋଧ କରିଛନ୍ତି |