ବାହାରିଲା ଶିଶୁ ଶ୍ରମମୁକ୍ତ ସଚେତନତା ରଥ

ମୟୂରଭଞ୍ଜ ଜିଲ୍ଲାକୁ ଶିଶୁ ଶ୍ରମ ମୁକ୍ତ ଜିଲ୍ଲା ଭାବେ ଗଢିବା ଉଦ୍ଦେଶ୍ୟରେ ଆଜି ବାରିପଦ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରିଛି ସଚେତନତା ରଥ।

ଏହି ସଚେତନତା ରଥକୁ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ସବୁଜ ପତାକା ଦେଖାଇ ଶୁଭ ଉଦଘାଟନ କରିଥିଲା ବେଳେ ଏହି ରଥ ଜିଲ୍ଲାର ବିଭିନ୍ନ ସ୍ଥାନରେ ବୁଲି ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ସହିତ ପିଲାମାନେ ସ୍କୁଲ ଯିବା ଉଦ୍ଦେଶ୍ୟରେ ସଚେତନତା କରିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes