ବିକଳପାଲି କାଜୁ ବଗିଚାରେ ଅଗ୍ନିକାଣ୍ଡ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତର ବିକଳପାଲି ଗ୍ରାମ ନିକଟରେ ଥିବା କାଜୁ ବଗିଚାରେ ଅଗ୍ନିକାଣ୍ଡ ଘଟିଥିବା ଜଣାଯାଇଛି ।

ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଥିବା ଜଣାପଡିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes