ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ; ବିଜେଡି ତରଫରୁ ତିଳତର୍ପଣ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ଭୁବନେଶ୍ବର ଜିଲ୍ଲା ବିଜେଡି ତରଫରୁ ବିନ୍ଦୁ ସାଗରରେ ତିଳତର୍ପଣ କରାଯାଇଛି।

ଏହି ସମୟରେ ଜିଲ୍ଲା ବିଜେଡି ସଭାପତି ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସଙ୍କ ସମେତ କର୍ପୋରେଟର ଓ ବହୁ ବିଜେଡି କର୍ମୀ ସାମିଲ ହୋଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes