ବିଜେଡ଼ିର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନ ଉଦ୍ଘାଟିତ

ରାଜ୍ୟର ଶାସକ ବିଜୁ ଜନତା ଦଳର ଭୁବନେଶ୍ୱରରେ ନିର୍ମିତ ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଉଦ୍ଘାଟନ କରିଛନ୍ତି।

ତିନି ମହଲା ବିଶିଷ୍ଟ ଏହି କାର୍ଯ୍ୟାଳୟ ଉଦ୍ଘାଟନ ଉତ୍ସବରେ ଦଳର ନେତା ଓ କର୍ମୀ ଯୋଗ ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes