ବିଜେଡିରୁ ଇସ୍ତଫା ଦେଲେ ବିଧାୟକ ଅରବିନ୍ଦ ଢାଲି

ଜୟଦେବ ବିଧାୟକ ଅରବିନ୍ଦ ଢାଲି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।

ଅରବିନ୍ଦ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଲେ ଇସ୍ତଫାପତ୍ର। ଆସନ୍ତାକାଲି ସେ ବିଜେପିରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes