ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଅମାତ

ସୁନ୍ଦରଗଡ଼ର ବରିଷ୍ଠ ନେତା ସନ୍ତୋଷ ଅମାତ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଇଛନ୍ତି।

ଟିକେଟ ନେଇ ଅସନ୍ତୋଷ ପ୍ରକାଶ କରି ଇସ୍ତଫା ଦେଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes