ବିଜେଡିରୁ ଧାମନଗରର ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ବହିଷ୍କୃତ

ଦଳ ବିରୋଧରେ ବିଦ୍ରୋହ କରି ଧାମନଗର ଉପନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ହୋଇଥିବା ରାଜେନ୍ଦ୍ର ଦାସଙ୍କୁ ବିଜେଡିରୁ ବହିଷ୍କୃତ କରାଯାଇଥିବା ଆଜି ଦଳ ପକ୍ଷରୁ କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes