ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ଆଜି ଶଙ୍ଖ ଭବନରେ ପହଞ୍ଚି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ କଥା କମ୍ କାମ ବେଶୀରେ ଅନୁପ୍ରାଣିତ ହୋଇ ମିଶିଲି କହିଛନ୍ତି ଅଧିରାଜ। କାଲି କଂଗ୍ରେସରୁ ଇସ୍ତଫା ଦେଇଥିଲେ।
Credible Local News of Odisha