ବିଜେଡିର ଆଉ ୬ ଲୋକସଭା ପ୍ରାର୍ଥୀ ଘୋଷଣା; କନ୍ଧମାଳରୁ ପୁଣି ଲଢ଼ିବେ ଅଚ୍ୟୁତ ସାମନ୍ତ

ପୁରୀରୁ ଅରୂପ ପଟ୍ଟନାୟକ, ଢେଙ୍କାନାଳରୁ ଅବିନାଶ ସାମଲ, ଜଗତସିଂହପୁରରୁ ରାଜଶ୍ରୀ ମଲ୍ଲିକ, କଟକରୁ ସଂତୃପ୍ତ ମିଶ୍ର ଏବଂ ଯାଜପୁରରୁ ଶର୍ମିଷ୍ଠା ସେଠୀ ପ୍ରାର୍ଥୀ ହୋଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes