ବିଜେଡିର ୨୫ବର୍ଷ ପୂର୍ତ୍ତି ଅବସରରେ ବୃକ୍ଷ ରୋପଣ

ବିଜେଡିର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଟାଙ୍ଗରପଡା ହଇସ୍କୁଲ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ଆୟୋଜିତ କାର୍ଯ୍ୟକ୍ରମ ପାଟଣା ବ୍ଲକ ଯୁବ ବିଜେଡି ସଭାପତି ରଘୁବର ମହାନ୍ତଙ୍କ ସଂଯୋଜନାରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ସଭାପତି ଜଗନ୍ନାଥ ନାଏକ ଯୋଗଦେଇ ବୃକ୍ଷ ରୋପଣ ଶୁଭାରମ୍ଭ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes