ବିଜେପିରେ ଯୋଗଦେଲେ ଅଭିନେତା ଅରିନ୍ଦମ ରାୟ

କିଛି ସମୟ ତଳେ ବିଜେଡିରୁ ଇସ୍ତଫା ଦେଇଥିବା ଅଭିନେତା ଅରିନ୍ଦମ ରାୟ ଭୁବନେଶ୍ୱର ବିଜେପି ମୁଖ୍ୟାଳୟରେ ପଦ୍ମ ଧରିଛନ୍ତି।

ବିଜେଡିରେ ତାଙ୍କୁ ଗୁରୁତ୍ବ ଦିଆଯାଉ ନଥିବା ଅଭିଯୋଗ କରି ସାଧାରଣ ସଂପାଦକ ସହ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ।୨୦୦୯ରେ ବିଜେଡିରେ ଯୋଗ ଦେଇଥିଲେ ଅରିନ୍ଦମ।୨୦୧୪ରୁ ଦଳର ତାରକା ପ୍ରଚାରକ ହୋଇ ଆସୁଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes