ବିଜେପିର ସର୍ବଦଳୀୟ ବୈଠକ ବର୍ଜନ

ଭର୍ଚୁଆଲ ମୋଡରେ ବିଧାୟକଙ୍କ ଅଂଶଗ୍ରହଣ ପ୍ରସ୍ତାବକୁ ବିରୋଧ କରି ସର୍ବଦଳୀୟ ବୈଠକ ବର୍ଜନ କରିଛି ବିଜେପି।

ସମସ୍ତେ ଗୃହକୁ ଆସି ଭାଗ ନିଅନ୍ତୁ ବୋଲି ଦାବି କରିଛନ୍ତି ବିରୋଧୀ ଦଳ ନେତା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes