ବିଜେପି କୋର୍ କମିଟି ବୈଠକ ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ

ବୈଠକରେ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ସଭାପତି ସମୀର ମହାନ୍ତି, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ସାମିଲ ହୋଇଛନ୍ତି।

ଏହା ପରେ ସାଂସଦ, ବିଧାୟକ ଓ ଜିଲ୍ଲା ସଭାପତିମାନଙ୍କୁ ନେଇ ବୈଠକ ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes