ବିଜେପି ଛାଡ଼ିଲେ ଗିରିଧର ଗମାଙ୍ଗ ଓ ଶିଶିର ଗମାଙ୍ଗ

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ଓ ତାଙ୍କ ପୁଅ ଶିଶିର ଗମାଙ୍ଗ ବିଜେପି ଛାଡିଛନ୍ତି। 

ଉଭୟ ବାପପୁଅ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଉଭୟ ତାଙ୍କର ଇସ୍ତଫା ପତ୍ର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ନିକଟକୁ ପଠାଇଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes